ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍ ମୁମ୍ବାଇ,୧୦।୧୨: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ପଡ଼ିଛି ମହଙ୍ଗା। ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାଁ ଏବଂ ଅଜୟ ଦେବଗନଙ୍କୁ ନୋଟିସ୍ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ଅବମାନନା ଆବେଦନ ଉପରେ...