ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ… ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି ।…