ହଠାତ କାହିଁକି ଅବସର ନେଲେ ଭାରତୀୟ ଅଲିମ୍ପିକ୍ସ ପଦକ ବିଜୟିନୀ ସାଇନା ନେହୱାଲ? ନିଜେ କହିଲେ ଏହାର ଅସଲ କାରଣ ନୂଆଦିଲ୍ଲୀ,୨୦।୧: ଭାରତର ଷ୍ଟାର ସଟଲର୍ ଏବଂ ଅଲିମ୍ପିକ ପଦକ ବିଜେତା ସାଇନା ନେହୱାଲ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଘାତ ଯୋଗୁ ଗତ ଦୁଇ ବର୍ଷ ଧରି ଖେଳି ନ ପାରିବା ପରେ ସେ ତାଙ୍କର ଅବସର ଘୋଷଣା କରିଥିଲେ।...