ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା ସହଯାତ୍ରୀମାନେ ମୁମୂର୍ଷୁ ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ମାତ୍ର…