ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ
ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ ଅବରୋଧ କରିଥିଲେ। ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ…
ଲକ୍ଷ୍ମୀନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ସାକ୍ଷୀଗୋପାଳ
ସାକ୍ଷୀଗୋପାଳ,୨ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ମାସ ଶୁକ୍ଲପକ୍ଷ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥିରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ସହିତ ଶ୍ରାରାଧାଙ୍କ ସୁନାବେଶ ଦର୍ଶନ ପାଇଁ ରବିବାର ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼…
ବଦଳିଲା ଶ୍ରୀରାଧାଙ୍କ ପୁରୁଣା ଚାନ୍ଦପ୍ରଭା, ଏଥିରେ ଖର୍ଚ୍ଚ ହୋଇଛି…
ସାକ୍ଷୀଗୋପାଳ,୩୦ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତ ବର୍ଷ ମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀରାଧାଙ୍କ ବିଗ୍ରହ ସହ ରହିଥିବା ପୁରୁଣା ଚାନ୍ଦିରୁପା ପ୍ରଭା ପରିବର୍ତ୍ତନ କରାଯାଇ ନୂତନ ପ୍ରଭା ଲାଗି କରାଯାଇଛି। ନବ ନିର୍ମିତ ପ୍ରଭାରେ ଓଡ଼ିଆ ସ୍ବର୍ଣ୍ଣ ରୌପ୍ୟ ଶିଳ୍ପୀଙ୍କ ଦ୍ବାରା…
ଖୋଲା ଆକାଶ ତଳେ ୨ ଦିନ ହେଲା ପଡିଛନ୍ତି ବୃଦ୍ଧ; ଦେହରେ ଲାଗିଲାଣି ପିମ୍ପୁଡ଼ି; ଉଦ୍ଧାର ପାଇଁ ନିବେଦନ କଲେ…
ସାକ୍ଷୀଗୋପାଳ,୨୬।୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀଗୋପାଳ ମନ୍ଦିର ପାର୍ଶରେ ରହିଥିବା କୂଅ ଚାନ୍ଦିନୀରେ ୨ ଦିନ ହେଲା ପଡ଼ି ରହିଛନ୍ତି ଜଣେ ବୃଦ୍ଧ ବ୍ୟାକ୍ତି। ଦୁର୍ବଳ ଶରୀର ଦେଖିଲେ ବୟସ ହାରାହାରି ୭୦ରୁ ଅଧିକ ଭଳି ଲାଗୁଛି। ସେ ଲୁଙ୍ଗି ସହ…
ସାକ୍ଷୀଗୋପାଳ ମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ନଟବର ବେଶରେ ଦର୍ଶନ ଦେଲେ ପ୍ରଭୁ ଗୋପାଳ
ସାକ୍ଷୀଗୋପାଳ,୧୪ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସାକ୍ଷୀ ଦେବା ପାଇଁ ବୃନ୍ଦାବନରୁ ବ୍ରାହ୍ମଣ ସହିତ ଚାଲିଚାଲି ଆସିଥିବା ଗୋପାଳ ଠାକୁର ସାକ୍ଷୀଗୋପାଳ ନାମରେ ପରିଚିତ ହୋଇଛନ୍ତି। ଏଠାରେ ବର୍ଷର ବିଭିନ୍ନ ସମୟରେ ନାନା ପର୍ବପର୍ବାଣି ପାଳନ କରାଯାଉଥିବା ବେଳେ କାର୍ତ୍ତିକ ମାସରେ ଏହି…
Archives


