Tag Archives: salary hike

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ ଅନୁସନ୍ଧାନ କରିବାକୁ କୁହାଯାଇଛି। ମ୍ୟାଚ୍ ଫିରେ ତୁରନ୍ତ ବୃଦ୍ଧି ସମ୍ଭବ ନୁହେଁ, ତେଣୁ...

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର...

ଆଶାକର୍ମୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୭ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର...

ପଞ୍ଚାୟତରେ ନିୟୋଜିତ ପିଏଚ୍‌ଆଇଇଭିଙ୍କ ଦରମା ବଢ଼ିଲା, ଏବେ ପାଇବେ ୧୦ ହଜାର ଟଙ୍କା

ଭୁବନେଶ୍ୱର,୨।୩(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ବିଦ୍ୟାଳୟର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରୀଛାତ୍ରମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ୨୦୧୪ରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (ପିଏଚ୍‌ଆଇଇଭି)ମାନଙ୍କୁ ନିୟୋଜିତ କରାଯାଇଥିଲା। ବର୍ତ୍ତମାନ ଏହି ଶିକ୍ଷା ସ୍ବେଚ୍ଛାସେବୀମାନଙ୍କୁ ମାସିକ ୫୩୭୯...

ଲ’ ଅଫିସରଙ୍କ ଫି’ ବଢ଼ାଇଲେ ସରକାର

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍‌ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri