ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ ପେଟ୍ରୋଲ, ସିଲିଣ୍ଡର କି ଅତ୍ୟାବଶକୀୟ ଜିନିଷ ନୁହେଁ ଦରମାରେ ବି ପଡିଛି ବଡ଼…