ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଜି ଆକାଉଣ୍ଟକୁ ଆସିବ ଦରମା ଭୁବନେଶ୍ୱର, ୨୬।୯: ସରକାରୀ କର୍ମଚାରୀମାନଙ୍କ ପାଇଁ ଖୁସି ଖବର। ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳିବ। ଦଶହରା ପରି...