କଟକ,୨୭।୭(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସ୍ସିବି)ର ନ୍ୟୁ ମେଡିସିନ ବିଭାଗ ୱାର୍ଡରେ ଅବ୍ୟବସ୍ଥା ଦେଖାଦେଇଛି। ୱାର୍ଡରେ ରୋଗୀଙ୍କଠାରେ ଲାଗୁଥିବା ସାଲାଇନ ବୋତଲ…