Tag Archives: salman khan

ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…

ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍‌ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍‌ଙ୍କ ପରେ ଏବେ ସଲମାନ ଖାନ୍‌ ମଧ୍ୟ ଏହି ହୃଦୟ ବିଦାରକ ଆକ୍ରମଣ ଉପରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।…

ଘରେ ପଶି ହତ୍ୟା କରିବୁ, ବୋମା ପକାଇ କାର୍‌ ଉଡ଼ାଇ ଦେବୁ, ପୁଣି ସଲମାନଙ୍କୁ ମିଳିଲା ଏମିତି ଧମକ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ପୁଣି ଥରେ ଧମକ ମିଳିଛି। ମୁମ୍ବାଇର ଓ୍ବର୍ଲି ଟ୍ରାଫିକ ବିଭାଗର ହ୍ବାଟ୍ସଆପ୍‌ ନମ୍ବରକୁ ଏକ ଧମକ ପଠାଯାଇଛି। ଯେଉଁଥିରେ କୁହାଯାଇଛି ଯେ, ଅଭିନେତାଙ୍କ ଘରେ ପ୍ରବେଶ କରି ତାଙ୍କୁ ହତ୍ୟା କରାଯିବ। କେବଳ ଏତିକି…

ସଲମାନ ହିନ୍ଦୁ ନା ମୁସଲମାନ? ଏକଥା ଖୋଲାଖୋଲି କହିଲେ ତାଙ୍କ ବାପା…

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ସିକନ୍ଦର’ ପାଇଁ ଚର୍ଚ୍ଚାରେ ଅଛନ୍ତି। ସୁପରଷ୍ଟାରଙ୍କ ସବୁଠାରୁ ପ୍ରତୀକ୍ଷିତ ଫିଲ୍ମ ଇଦ୍‌ ଅବସରରେ ସିନେମା ହଲରେ ମୁକ୍ତିଲାଭ କରିବାକୁ ଯାଉଛି ‘ସିକନ୍ଦର’ର ଗୀତଗୁଡ଼ିକ ପୂର୍ବରୁ ଚର୍ଚ୍ଚା ସୃଷ୍ଟି କରିଛି…

Sikandar Release Date: ଫେବୃଆରୀ ୨୭ରେ ପ୍ରଶଂସକଙ୍କୁ ସରପ୍ରାଇଜ୍‌ ଦେବେ ସଲମାନ

ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ସିନେମା ‘ସିକନ୍ଦର’କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ଅନେକ ଦିନର ବ୍ୟବଧାନ ପରେ ସଲମାନ ‘ସିକନ୍ଦର’ ସହିତ ବଡ଼ ପରଦାକୁ ଫେରିବେ। ଫିଲ୍ମ ରିଲିଜ ହେବା ପୂର୍ବରୁ ନିର୍ମାତାମାନେ ‘ସିକନ୍ଦର’ ଏକ ନୂଆ…

ସଲମାନଙ୍କୁ ପୁଣି ହତ୍ୟା ଧମକ, ସାହସ ଅଛି ତ ବଞ୍ଚାଅ

ମୁମ୍ବାଇ,୮ା୧୧: ବଲିଉଡ୍‌ ଅଭିନେତା ତଥା ମୋଷ୍ଟ ବ୍ୟାଚଲର ସଲମାନ ଖାନ୍‌ଙ୍କୁ ପୁଣି ହତ୍ୟା ଧମକ ମିଳିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ ପୁଣି ସଲମାନଙ୍କୁ ହତ୍ୟା ଧମକ ଦେଇଛି। ମୁମ୍ବାଇ ଟ୍ରାଫିକ୍‌ କଣ୍ଟ୍ରୋଲ୍‌ ରୁମ୍‌କୁ ଏପରି ଧମକପୂର୍ଣ୍ଣ ମେସେଜ୍‌ ଆସିଛି। ଏନେଇ ଓ୍ବାର୍ଲି…

ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ

ମୁମ୍ବାଇ,୭ା୧୧: ବଲିଉଡ ବାଦଶାହ ଶାହରୁଖ ଖାଁଙ୍କୁ ମିଳିଛି ହତ୍ୟା ଧମକ। ଏନେଇ ମୁମ୍ବାଇର ବାନ୍ଦ୍ରା ପୋଲିସ ନିକଟରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ମୁତାବକ ଛତିଶଗଡର ରାୟପୁରରୁ ଫୈଜାନ୍ ନାମକ ଜଣେ ବ୍ୟକ୍ତିଙ୍କ ନାମରେ ପଞ୍ଜୀକୃତ ହୋଇଥିବା ନମ୍ବରରୁ ଏହି ଧମକ…

ସଲମାନଙ୍କୁ ୫ କୋଟି ଟଙ୍କାର ଧମକ ଦେଇ ପରିବା ବାଲା ଗିରଫ

ମୁମ୍ବାଇ,୨୪।୧୦: ମୁମ୍ବାଇ ପୋଲିସ ଜାମସେଦପୁରରୁ ଜଣେ ପରିବା ବିକାଳିଙ୍କୁ ଗିରଫ କରିଛି ଯିଏ ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଧମକ ଦେଇ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମରେ ୫ କୋଟି ଟଙ୍କାର ମାଗିଥିଲେ। ଅକ୍ଟୋବର ୧୮ ରେ ମୁମ୍ବାଇ ଟ୍ରାଫିକ ପୋଲିସକୁ…

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି ଟଙ୍କା ଦାବି କରାଯାଇଛି। ମେସେଜରେ ଲେଖାଯାଇଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ଠାରୁ ସୁରକ୍ଷିତ ରହିବାକୁ ଚାହୁଁଥିଲେ…

ସଲମାନଙ୍କୁ ହତ୍ୟା ପାଇଁ ଏତିକି ଟଙ୍କା ଦିଆଯାଇଥିଲା ସୁପାରୀ; ପାକିସ୍ତାନରୁ ଆସିଥିଲା ବନ୍ଧୁକ

ନୂଆଦିଲ୍ଲୀ,୧୭ା୧୦: ବଲିଉଡ୍ ସୁପରଷ୍ଟାର ସଲମାନ ଖାନଙ୍କୁ ହତ୍ୟା କରିବା ପାଇଁ କଣ୍ଟ୍ରାକ୍ଟ କିଲରଙ୍କୁ ୨୫ ଲକ୍ଷ ଟଙ୍କାର ସୁପାରୀ ଦିଆଯାଇଥିଲା। ସଲମାନଙ୍କ ଫାର୍ମ ହାଉସରେ ତାଙ୍କୁ ହତ୍ୟା କରିବାର ଯୋଜନା କରାଯାଇଥିଲା। ନଭି ମୁମ୍ବାଇ ପୋଲିସ ପକ୍ଷରୁ ଦାଖଲ ହୋଉଥିବା ଚାର୍ଜସିଟରେ…

ମୋ ପରିବାରକୁ ମାରିବାକୁ ଚାହୁଁଛନ୍ତି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍: ସଲମାନ ଖାନ୍

ମୁମ୍ବାଇ,୨୪ା୭: ବଲିଉଡ ଅଭିନେତା ସଲମାନ ଖାନ ପୋଲିସକୁ କହିଛନ୍ତି ଯେ, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଚଳିତ ବର୍ଷ ଏପ୍ରିଲରେ ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ଗୁଳି ଚଳାଇଥିଲେ ଏବଂ ତାଙ୍କୁ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବାକୁ ଚାହୁଁଥିଲେ। ଏହି ଘଟଣାରେ…

ସଲମାନ୍‌ ଖାନ୍‌ଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା, ଦାଖଲ ହେଲା ଚାର୍ଜସିଟ୍‌

ମୁମ଼୍ବାଇ, ୦୮।୦୭: ୨୦୨୪ ଏପ୍ରିଲ ମାସରେ ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌ଙ୍କ ମୁମ଼୍ବାଇ ସ୍ଥିତ ଗ୍ୟାଲେକ୍ସି ଆପାର୍ଟମେଣ୍ଟ ଉପରକୁ ଗୁଳିମାଡ଼ ହୋଇଥିଲା । ମୁମ଼୍ବାଇ ପୋଲିସ୍‌ ଗମ୍ଭୀରତାର ସହ ମାମଲାର ତଦନ୍ତ କରିଛି । ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ୍‌ ଏହି ମାମଲାରେ…

୩ ଘଣ୍ଟା ଧରି ସଲମାନଙ୍କ ବୟାନ ରେକର୍ଡ କଲା ପୋଲିସ

ମୁମ୍ବାଇ: ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନ ଖାନଙ୍କ ମୁମ୍ବାଇ ଘର ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ୨ ମାସ ତଳେ କିଛି ଦୁର୍ବୃତ୍ତ ଗୁଳି ଚଳାଇଥିଲେ। ଅଭିଯୁକ୍ତ ସେମାନଙ୍କ ଉଦ୍ଦେଶ୍ୟରେ ସଫଳ ହୋଇପାରି ନ ଥିଲେ ଏବଂ ସଙ୍ଗେ ସଙ୍ଗେ ସେଠାରୁ ପଳାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri