ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ… ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଥିବା ବେଳେ ୨୬ ନଂ ଜାତୀୟ ରାଜପଥରେ ଗାଡ଼ି…