ଶାମ୍ବ ଦଶମୀରେ ଖୋଲିବ ଏହି ୩ ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା ଆଜି ପବିତ୍ର ଶାମ୍ବ ଦଶମୀ । ପୌଷ ଶୁକ୍ଳ ଦଶମୀ ତିଥିରେ ଶାମ୍ବ ଦଶମୀ ପାଳନ କରାଯାଇଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କର ପୂଜା କରାଯାଇଥାଏ । ତେବେ ଆଜି ଅନେକ ରାଶୀ ପାଇଁ ଶୁଭ ହେବାକୁ ଯାଉଛି। ମେଷ- ଆଜି…