ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା ଯୁକ୍ତ ପ୍ରତିପଦା ତିଥିରେ ପରମ୍ପରାନୁସାରେ ବାଲୁଙ୍କେରଶ୍ୱର ବାବାଙ୍କ ପୀଠରେ ସୋମବାର ସକାଳେ ସ୍ବତନ୍ତ୍ର…