ଚିଡ଼ିଆଖାନାରେ ବାଘୁଣୀର ମୃତ୍ୟୁ: ଗର୍ଭାଶୟ ସଂକ୍ରମଣ ଚିକିତ୍ସା ବେଳେ ହୃଦ୍ଘାତରେ ମୃତ୍ୟୁ ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭ ବର୍ଷୀୟା ବାଘୁଣୀର ମୃତ୍ୟୁ ଘଟିଥିବା ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାସ...