Tag Archives: sambalpur

ମା’ ଦୁର୍ଗାଙ୍କୁ ମେଲାଣି ଦେଲେ ମହିଳା, ପରସ୍ପରକୁ ସିନ୍ଦୂର ଲଗାଇ…

ସମ୍ବଲପୁର,୨୧ା୧୦(ପ୍ରମୋଦ ବହିଦାର): ପବିତ୍ର ବିଜୟାଦଶମୀ ଅବସରରେ ସମ୍ବଲପୁରର ବିଭିନ୍ନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କୁ ଭବ୍ୟ ବିଦାୟ ଦିଆଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ କାଳୀବାଡ଼ିରେ ପାରମ୍ପରିକ ‘ସିନ୍ଦୂର ଖେଳ’ କାର୍ଯ୍ୟକ୍ରମ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଛି। ଏଥିରେ ବହୁସଂଖ୍ୟାରେ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର ଜଣେ ୧୫ ବର୍ଷୀୟ ନାବାଳକଙ୍କର ବୋଲି ଚିହ୍ନଟ କରାଯାଇଛି। ମାତ୍ର ମୃତ ନାବାଳକଙ୍କ…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକ(ଏସ୍‌ପି) ମୁକେଶ କୁମାର ଭାମୁ ଗଣମାଧ୍ୟମକୁ ବିସ୍ତୃତ ସୂଚନା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି ମିଶି ସମୁଦାୟ ୬ଟି ସ୍ଲୁଇସ ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ହୀରାକୁଦ…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା କେନ୍ଦ୍ର ମାଲିକଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ସମ୍ବଲପୁର ଜିଲା ଆଇନ ସେବା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ ବିହାରୀ ଅପରାଧୀ ସୁବୋଧ ସିଂହକୁ ରିମାଣ୍ଡରେ ନେବାକୁ ଅଧିକାରୀଙ୍କ ସହ ଆଲୋଚନା କରିଥିବା…

ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ସମ୍ବଲପୁର ରାଡାର, ଭୁବନେଶ୍ୱରରେ ଲାଗିବ…

ଭୁବନେଶ୍ୱର,୧୫ା୧: ମାର୍ଚ୍ଚ ସୁଦ୍ଧା ସମ୍ବଲପୁରରେ କାର୍ଯ୍ୟକ୍ଷମ ହେବ ଡପଲର ରାଡାର। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମ୍ବଲପୁର ପରେ ବାଲେଶ୍ୱର ଓ ଭୁବନେଶ୍ୱରରେ ନୂଆ ରାଡାର ଲାଗିବ। ବାଲେଶ୍ୱର ଏବଂ ଭୁବନେଶ୍ୱରରେ ୨୦୨୬…

ନାବାଳକଙ୍କୁ ଏୟାରଗନ୍‌ରୁ ଗୁଳି ଚଳାଇଲେ ଯୁବକ, ଫେରାର ହୋଇଯିବା ସମୟରେ…

ସମ୍ବଲପୁର,୧୧ା୧(ପ୍ରମୋଦ ବହିଦାର): ସମ୍ବଲପୁର ସଦରଥାନା ଅନ୍ତର୍ଗତ ମିର୍ଗାମୁଣ୍ଡା ଗ୍ରାମରେ ରବିବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ଗୁଳିରେ ସେହି ଗ୍ରାମର ଜଣେ ନାବାଳକ ଗୁରୁତର ହୋଇଛନ୍ତି। ସେ ହେଉଛନ୍ତି ମିର୍ଗାମୁଣ୍ଡା ଗ୍ରାମର ପ୍ରତାପ କିଷାନ(୯)। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ କଟକ ସ୍ଥାନାନ୍ତର…

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ ପାଇଁ ଆୟୋଜିତ ପରୀକ୍ଷାରେ ପ୍ରାୟ ୮,୦୦୦ ଆଶାୟୀ ଅଂଶଗ୍ରହଣ କରିଛନ୍ତି। ସୂଚନା ଅନୁଯାୟୀ, ଚୁକ୍ତିଭିତ୍ତିକ…

ସମ୍ବଲପୁରରେ ଜବ୍‌ ଫ୍ରଡ୍‌: ୬୪ ଲକ୍ଷ ଲୁଟି ଜୀବନ ହାରିଲେ ମହିଳା, ୬ ଶହ ଲୋକ…

ସମ୍ବଲପୁର,୨୭।୧୦: ଜବ୍‌ ଫ୍ରଡ୍‌ରେ ୬୪ ଲକ୍ଷ ଟଙ୍କା ଲୁଟି ଚାପରେ ପଡ଼ିଥିବା ଚିପିଲିମାର ୩୮ ବର୍ଷୀୟ ସ୍ୱର୍ଣ୍ଣପ୍ରଭା ପାଢ଼ୀ ବୁର୍ଲା ଭୀମସାରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛନ୍ତି। ପ୍ରାୟ ୬୦୦ ଜଣଙ୍କୁ ଝାଡୁଦାର ଚାକିରି ପ୍ରତିଶ୍ରୁତି ଦେଇ ଟଙ୍କା ନେଇଥିଲେ ସ୍ୱର୍ଣ୍ଣପ୍ରଭା।…

ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…

ସମ୍ବଲପୁର, ୧୭।୭(ପ୍ରମୋଦ ବହିଦାର): ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଏଫଏମ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?