ସମ୍ବଲପୁର VSS ଷ୍ଟାଡିୟମରେ କ୍ରିକେଟ ଖେଳିଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ
ସମ୍ବଲପୁର,୧୧।୨: ରବିବାର ସକାଳୁ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ ସମ୍ବଲପୁର ଗସ୍ତରେ ଆସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମଲେଇ ପ୍ରକଳ୍ପ ବୁଲିବା ସହିତ କିଭଳି ସମଲେଇ ପ୍ରକଳ୍ପ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିପାରିବ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି…
ଫେବୃଆରୀରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!
ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ। ତେବେ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା,…
ଜୟନାରାୟଣଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ
ସମ୍ବଲପୁର,୧୨।୧(ଭବାନୀ ଶଙ୍କର ଭୋଇ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ନେଇ ଗୁରୁବାର ସମ୍ବଲପୁର ବିଜେଡି ଜିଲା ସଭାପତି ତଥା ରେଢାଖୋଲ ବିଧାୟକ ରୋହିତ ପୂଜାରୀ, ଭାଜପା ନେତାଙ୍କ ମଧ୍ୟରେ କାଦୁଅଫିଙ୍ଗା ଦେଖିବାକୁ ମିଳିଛି। ସକାଳେ ପୂଜାରୀ ନିଜ ବାସଭବନରେ ଖବରଦାତା…
ଦୀର୍ଘ ୬ ଘଣ୍ଟାର ଅପରେଶନ ସଫଳ: ବୋରଓ୍ବେଲରେ ଫିଙ୍ଗି ଦିଆଯାଇଥିବା ନବଜାତକ ଜୀବିତ ଅବସ୍ଥାରେ ଉଦ୍ଧାର
ସମ୍ବଲପୁର,୧୨।୧୨: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଥିବା ଏକ ବୋରଓ୍ବେଲ ମଧ୍ୟରେ କେହି ଫିଙ୍ଗି ଚାଲିଯାଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏନେଇ ଜଣାପଡ଼ିବା ପରେ ଦୀର୍ଘ ୬ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଜାରି…
ସମ୍ବଲପୁରରେ ମେମୁ ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ
ସମ୍ବଲପୁର,୮।୧୧: ଓଡ଼ିଶାରେ ପୁଣି ଦୁର୍ଘଟଣାଗ୍ରସ୍ଥ ହେଲା ଆଉ ଏକ ଟ୍ରେନ୍। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ମେମୁ ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ଖବର ଆସିଛି। ସରିଲା ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଧାରଣାରେ ଏକ ଗାଈକୁ ଧକ୍କା ଦେବା…
୩ ମାସ ମିଳିନି କଳାକାର ଭତ୍ତା
ଭଞ୍ଜନଗର,୯।୧୦(ଡି.ଏନ.ଏ):ଗଞ୍ଜାମ ଜିଲାର ପ୍ରାୟ ୧୮ଶହ କଳାକାରଙ୍କୁ ୩ ମାସ ହେଲା କଳାକାର ଭତ୍ତା ମିଳିନାହିଁ। ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଭତ୍ତା ପାଉଥିବା ଏହି କଳାକାରମାନଙ୍କ ପରିବାର ଏବେ ଚିନ୍ତାରେ ଅଛନ୍ତି। ଗତ ଜୁଲାଇରେ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ…
ସମ୍ବଲପୁରରେ ବନ୍ଦ ପାଳନ
ସମ୍ବଲପୁର,୫।୨(ବ୍ୟୁରୋ): ପଶ୍ଚିମ ଓଡିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ସମ୍ବଲପୁର ଜିଲାରେ ମଧ୍ୟ ବନ୍ଦ ପାଳନ କରାଯାଇଛି। ଓକିଲ ସଂଘ ସମୁହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ନାଗରିକ କମିଟି…
ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ
ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ…
ସମଲେଇ ମନ୍ଦିର, ହୀରାକୁଦର ବିକାଶ ହେବ
ସମ୍ବଲପୁର,୨୨ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ନବବର୍ଷ ଉପଲକ୍ଷେ ସେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହି ଅବସରରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ସମଲେଇ ମନ୍ଦିରର ଆବଶ୍ୟକ ଅନୁସାରେ ବିକାଶ କରାଯିବ। ବିଶେଷ…
ସମ୍ବଲପୁରରେ ବନ୍ଦ ପାଳନ
ସମ୍ବଲପୁର, ୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି॥ ସମ୍ବଲପୁର ଜିଲାରେ ଏହି ବନ୍ଦ ପାଳନର ପଡିଛି। ଅଇଁଠାପାଲି, ଧନୁପାଲି, ଚାରଭାଟି, ଗୋଶାଳା ଛକ ପ୍ରଭୃତି ସ୍ଥାନରେ ଟ୍ରେଡ ୟୁନିୟନର କର୍ମକର୍ତ୍ତାମାନେ ପିକେଟିଂ…
ବଦଳିବ ହୀରାକୁଦ ଡ୍ୟାମ୍ର ପୁରୁଣା ଯନ୍ତ୍ରାଂଶ
ସମ୍ବଲପୁର,୮।୧(ବ୍ୟୁରୋ):ହୀରକୁଦ ଡ୍ୟାମ୍ର ସୁରକ୍ଷାକୁ ନେଇ ଏକ ବିଶେଷଜ୍ଞ ଦଳ ମଙ୍ଗଳବାର ପରିଦର୍ଶନ କରିଛନ୍ତି। ସେମାନେ ଅତିରିକ୍ତ ସ୍ପିଲୱେ, ଗେଟ୍, ନଦୀବନ୍ଧ ମରାମତି କାମ, ଗେଟ୍ ମରାମତି କାମ ତଦାରଖ କରିବା ସହ ବନ୍ଧର ସୁରକ୍ଷା ନେଇ ଆଲୋଚନା କରିଛନ୍ତି। ଡ୍ୟାମରେ ପୁରୁଣା…
ମହିଳାଙ୍କୁ ଗଣବଳାତ୍କାର ଘଟଣା:୪ ଅଭିଯୁକ୍ତ ଗିରଫ
ସମ୍ବଲପୁର,୧୦।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଅଇଁଠାପାଲି ଥାନା ଅଞ୍ଚଳର ଶିବ ଶଙ୍କର ନାଏକ(୨୫), ଡୋଲାମଣୀ ଭୋଇ (୩୦),…
Archives


