ବସ୍ ଧକ୍କାରେ ଜଣେ ମୃତ:କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଜୁନାଗଡ,୧୬।୬(ସ୍ବ.ପ୍ର.):କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଭତ୍ରାଗୁଡା ଛକଠାରେ ରବିବାର ଏକ ଘରୋଇ ବସ୍ ଧକ୍କାରେ ଜଣେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଭତ୍ରାଗୁଡା ଗ୍ରାମର ହେମରାଜ ପୂଝାରୀ (୪୫) । ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା…
ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ
ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ। ବନ୍ୟପ୍ରାଣୀ ମୁଖ୍ୟ ସଂରକ୍ଷକ ଏ ନେଇ ପ୍ରସ୍ତାବ ମାଗିଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମରେ ଖବର…
ଡୁଙ୍ଗୁରିପାଲି ହେବ ୧ନଂ ବ୍ଲକ
ଡୁଙ୍ଗୁରିପାଲି, ୯ା୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସଭାଗୃହରେ ରବିବାର ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପୂଜାରୀ ତାଙ୍କ ବକ୍ତବ୍ୟରେ ନାନାବିଧ ଉନ୍ନୟନ୍ନମୂଳକ କାର୍ଯ୍ୟଦ୍ୱାରା…
ନ୍ୟାଶନାଲ କଲେଜକୁ ନାକ ଟିମର ପରିଦର୍ଶନ
ନୂଆପଡ଼ା ଅଫିସ,୯ା୬:ନୂଆପଡ଼ା ଜିଲା ହେଡକ୍ୱାର୍ଟରର ଏକମାତ୍ର ବହୁ ପୁରୁଣା ନ୍ୟାଶନାଲ କଲେଜକୁ ନାକ ଟିମ (ନ୍ୟାଶନାଲ ଆସେସମ୍ୟାଣ୍ଟ ଆଣ୍ଡ ଆକ୍ରିଡେଶନ କାଉନସିଲ)ର ଏକ ୩ ଜଣିଆ ପ୍ରତିନିଧି ଦଳ ପରିଦର୍ଶନ କରିଛନ୍ତି । ଏହି ଅବସରରେ ଏହି ଟିମ୍ ବିଭିନ୍ନ ସ୍ଥିତି…
ଆମପାଣି ଘାଟିରେ କାର୍କୁ ଧକ୍କା ଦେଲା ଟ୍ରକ୍, ୭ ଗୁରୁତର
କୋକସରା,୯।୬(ଡି.ଏନ.ଏ.):କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ରାସ୍ତା ଏକ ବୁଲାଣିରେ ରବିବାର କୋଟପାଡ଼ରୁ ଭବାନୀପାଟଣା ଆସୁଥିତ୍ବା ଏକ କାର (ନଂ.ଓଡି୧୦ଜେ-୩୪୭୦)କୁ ବିପରିତ ଦିଗରୁ ଆସୁଥିବା ଟ୍ରକ (ନଂ.ଓଆର୧୫କ୍ୟୁ ୩୨୩୮) ଧକ୍କା ଦେଇଥିଲା। ଫଳରେ କାରରେ ବସିଥିବା ୭ ଜଣ ଗୁରୁତର…
ଜୁନାଗଡରେ ବିର୍ସାମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ
ଜୁନାଗଡ,୯।୬(ଡି.ଏନ.ଏ.):କଳାହାଣ୍ଡି ଜିଲା ଜୁନାଗଡ ସହର କଲ୍ୟାଣ ମଣ୍ଡପଠାରେ ରବିବାର ସ୍ବାଧୀନତା ସଂଗ୍ରାମୀ ଶହୀଦ ବିର୍ସାମୁଣ୍ଡାଙ୍କ ବଳିଦାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୂଳନିବାସୀ ସମତା ପରିଷଦ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ପରିଷଦ ଆବାହକ ତଥା ଯୁବ ଆଇନଜୀବୀ ଚିତ୍ତ ରଞ୍ଜନ…
ଲୋହରା ସମାଜର ସାଧାରଣ ସଭା:ଆଦିବାସୀ ମାନ୍ୟତା ନ ଦେଲେ ଆଗାମି ଦିନରେ ଆନ୍ଦୋଳନ
ଲାଞ୍ଜିଗଡ,୯।୬(ଡି.ଏନ.ଏ.):କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଆମ୍ବତୋଟାରେ ଲୋହରା ସମାଜର ସାଧାରଣ ସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାରେ ଜିଲାର ୧୩ଟି ବ୍ଲକରୁ ଲୋହରା ସମାଜର ସମସ୍ତ ନେତୃବୃନ୍ଦ ଯୋଗଦେଇଥିବା ବେଳେ ଏହି ସଭାରେ ଅର୍ଥନୈତିକ, ଜାତିଗତ, ଶିକ୍ଷାଗତ, ସ୍ବାସ୍ଥ୍ୟଗତ…
ସମ୍ବଲପୁରରେ ମୋଦି: ଚିଟ୍ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ
ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ ଟାର୍ଗେଟ…
Archives


