Tag Archives: sambalpur

କୃଷିବୀମାରେ ଅନିୟମିତତା, ଆନ୍ଦୋଳନ ପାଇଁ ସଜବାଜ

ପଦ୍ମପୁର, ୨୮।୭ (ଡି.ଏନ.ଏ):ପଦ୍ମପୁର ଅଞ୍ଚଳର ଚାଷୀମାନଙ୍କୁ ବୀମା କମ୍ପାନୀ ଚଞ୍ଚକତା କରିଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏ ସମ୍ପର୍କରେ ପ୍ରଶାସନକୁ ବହୁବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହିଁ । ବରଂ ଚାଷୀଙ୍କ ମନୋବଳ ଭାଙ୍ଗିବା ପାଇଁ ଚେଷ୍ଟା…

ହେଲ୍‌ମେଟ୍‌, ନିରାପତ୍ତା ବେଲଟ୍‌ ଯାଞ୍ଚ:ଲୋକଙ୍କୁ ଫାଇନ୍‌: ପୋଲିସ କର୍ମଚାରୀଙ୍କୁ ଛାଡ଼

କୁତ୍ରା, ୨୧।୭ (ଡି.ଏନ.ଏ)-କୁତ୍ରା ଥାନା ସମ୍ମୁଖରେ ପୋଲିସ ପକ୍ଷରୁ ଦୁଇ ଚକିଆ ଯାନ ପାଇଁ ହେଲ୍‌ମେଟ୍‌ ଓ ଚାରିଚକିଆ ଯାନ ପାଇଁ ନିରାପତ୍ତା ବେଲଟ୍‌ ଯାଞ୍ଚ କରାଯାଉଥିଲା। ଯାଞ୍ଚବେଳେ ସାଧାରଣ ଜନତାଙ୍କଠାରୁ ଫାଇନ ଆଦାୟ କରାଯାଉଥିବାବେଳେ ପୋଲିସ କର୍ମଚାରୀ ଓ କୁତ୍ରା…

ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା ଦେଇଛନ୍ତି। ଗ୍ରାମରେ ପ୍ରତିଦିନ ଦେଶୀରନ୍ଧା ମଦ ବିକ୍ରୀ କରୁଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ପ୍ରାର୍ଦୁଭାବ ବୃଦ୍ଧି…

ବିପଦ ସଙ୍କୁଳ ତେଲ ନଦୀ ପୋଲ

ମନମୁଣ୍ଡା, ୨୯।୬ (ଡି.ଏନ.ଏ):ଦ୍ୱୈତ ସହର ମନମୁଣ୍ଡା-ସୋନପୁର ମଝିରେ ଥିବା ତେଲ ନଦୀ ପୋଲ ପଶ୍ଚିମ ଏବଂ ପୂର୍ବଦକ୍ଷିଣ ଓଡିଶାକୁ ଯୋଗ କରୁଥିବାବେଳେ ବର୍ତ୍ତମାନ ତାହା ବିପଦଶଙ୍କୁଳ ଅବସ୍ଥାରେ ରହିଛି । ଏହି ପୋଲ ୧୯୭୩ ମସିହାରେ ନିର୍ମିତ ହୋଇଥିଲା। ପ୍ରଖର ସ୍ରୋତା…

ରିଜର୍ଭ ପ୍ରିମିୟର ଲିଗ୍‌ : ଖୁସି ଫାଇଟର ଚାମ୍ପିୟନ

ସୋନପୁର,୨୩।୬(ନି.ପ୍ର.):ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପଡିଆରେ ଚାଲିଥିବା ରିଜର୍ଭ ପ୍ରମିୟର ଲିଗ୍‌(ଆରପିଏଲ-୪) ରବିବାର ଉଦ୍‌ଯାପିତ ହୋଇଛି। ଫାଇନାଲ ମ୍ୟାଚ୍‌ ଖୁସି ଫାଇଟର ଓ ମାନ୍‌ଭି ବ୍ଲାଷ୍ଟର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଟି-୧୫ ଓ ଟି-୫ ଫର୍ମାଟ୍‌ରେ ଅନୁଷ୍ଠିତ ମ୍ୟାଚ୍‌ରେ ଖୁସି ଫାଇଟର ବିଜୟୀ…

ସତ୍ୟବାଦୀ ବିଦ୍ୟାପୀଠ ବିଜ୍ଞାନ କ୍ଲବକୁ ଗୋଲ୍ଡ କ୍ଲବ ସମ୍ମାନ

ଉଲୁଣ୍ଡା/ଅମରପାଲି, ୨୩।୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କଳାପଥରସ୍ଥିତ ସତ୍ୟବାଦୀ ବିଦ୍ୟାପୀଠର ବିଜ୍ଞାନ କ୍ଲବକୁ ଚଳିତ ବର୍ଷର ଗୋଲ୍ଡ କ୍ଲବ ସମ୍ମାନ ପ୍ରଦାନ କରାଯାଇଛି । ଛାତ୍ରୀଛାତ୍ରଙ୍କ ପାଇଁ ରୁଚିପୂର୍ଣ୍ଣ ଶ୍ରେଣୀ ଶିକ୍ଷାଦାନ ଓ ଜନସାଧାରଣଙ୍କଠାରେ ବିଜ୍ଞାନ ସଚେତନତା ସୃଷ୍ଟି ଯୋଗୁଁ କ୍ଲବ…

ଛାତ୍ରୀଛାତ୍ର ପିଉଛନ୍ତି ନଳକୂପର ଗୋଳିଆ ପାଣି

ଲାଠୋର, ୨୩ା୬(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ସରକାରୀ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ରହିଛି। ଏଠାରେ ୧୩୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ ଶିକ୍ଷାଦାନ ପାଇଁ ୫ ଜଣ ଶିକ୍ଷକ ନିୟୋଜିତ ଅଛନ୍ତି। ସ୍କୁଲରେ…

ବସ୍‌ ଧକ୍କାରେ ଜଣେ ମୃତ:କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ,୧୬।୬(ସ୍ବ.ପ୍ର.):କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଭତ୍ରାଗୁଡା ଛକଠାରେ ରବିବାର ଏକ ଘରୋଇ ବସ୍‌ ଧକ୍କାରେ ଜଣେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଭତ୍ରାଗୁଡା ଗ୍ରାମର ହେମରାଜ ପୂଝାରୀ (୪୫) । ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା…

ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ

ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ। ବନ୍ୟପ୍ରାଣୀ ମୁଖ୍ୟ ସଂରକ୍ଷକ ଏ ନେଇ ପ୍ରସ୍ତାବ ମାଗିଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମରେ ଖବର…

ଡୁଙ୍ଗୁରିପାଲି ହେବ ୧ନଂ ବ୍ଲକ

ଡୁଙ୍ଗୁରିପାଲି, ୯ା୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସଭାଗୃହରେ ରବିବାର ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପୂଜାରୀ ତାଙ୍କ ବକ୍ତବ୍ୟରେ ନାନାବିଧ ଉନ୍ନୟନ୍ନମୂଳକ କାର୍ଯ୍ୟଦ୍ୱାରା…

ନ୍ୟାଶନାଲ କଲେଜକୁ ନାକ ଟିମର ପରିଦର୍ଶନ

ନୂଆପଡ଼ା ଅଫିସ,୯ା୬:ନୂଆପଡ଼ା ଜିଲା ହେଡକ୍ୱାର୍ଟରର ଏକମାତ୍ର ବହୁ ପୁରୁଣା ନ୍ୟାଶନାଲ କଲେଜକୁ ନାକ ଟିମ (ନ୍ୟାଶନାଲ ଆସେସମ୍ୟାଣ୍ଟ ଆଣ୍ଡ ଆକ୍ରିଡେଶନ କାଉନସିଲ)ର ଏକ ୩ ଜଣିଆ ପ୍ରତିନିଧି ଦଳ ପରିଦର୍ଶନ କରିଛନ୍ତି । ଏହି ଅବସରରେ ଏହି ଟିମ୍‌ ବିଭିନ୍ନ ସ୍ଥିତି…

ଆମପାଣି ଘାଟିରେ କାର୍‌କୁ ଧକ୍କା ଦେଲା ଟ୍ରକ୍‌, ୭ ଗୁରୁତର

କୋକସରା,୯।୬(ଡି.ଏନ.ଏ.):କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ରାସ୍ତା ଏକ ବୁଲାଣିରେ ରବିବାର କୋଟପାଡ଼ରୁ ଭବାନୀପାଟଣା ଆସୁଥିତ୍ବା ଏକ କାର (ନଂ.ଓଡି୧୦ଜେ-୩୪୭୦)କୁ ବିପରିତ ଦିଗରୁ ଆସୁଥିବା ଟ୍ରକ (ନଂ.ଓଆର୧୫କ୍ୟୁ ୩୨୩୮) ଧକ୍କା ଦେଇଥିଲା। ଫଳରେ କାରରେ ବସିଥିବା ୭ ଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?