ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ… ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କଡ଼ା ସମାଲୋଚନା କରିଛନ୍ତି ସମୀର। ସେ କହିଛନ୍ତି, ଆପଣଙ୍କ ଦଳର…