ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍ ଫୋନ୍ ବ୍ୟବହାର କରିବେ।…