‘ସମ୍ବିଧାନ ହତ୍ୟା ଦିବସ’ ପାଳନ କରିବା ପାଇଁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟକୁ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, ୨୩।୬: ଓଡ଼ିଶା ସରକାର ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକୁ ୨୦୨୫ ମସିହା ଜୁନ ୨୫ ତାରିଖକୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଦିବସରେ ଛାତ୍ରଛାତ୍ରୀ...