ଟି୨୦ ବିଶ୍ୱକପ୍ରେ ଶ୍ରୀଲଙ୍କାର ନୈରାଶ୍ୟଜନକ ପ୍ରଦର୍ଶନ: କୋଚ୍ ପଦରୁ ଇସ୍ତଫା ଦେବେ… କଲମ୍ବୋ,୧।୩: ଟି-୨୦ ବିଶ୍ୱକପରେ ଶ୍ରୀଲଙ୍କା କ୍ରିକେଟ ଦଳର ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ ପରେ, ଦଳର ମୁଖ୍ୟ କୋଚ୍ ସନଥ ଜୟସୂରିୟା ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସହ-ଆୟୋଜକ ଶ୍ରୀଲଙ୍କା ସୁପର-୮ ରାଉଣ୍ଡର ସମସ୍ତ ମ୍ୟାଚ୍ରେ ପରାଜିତ ହୋଇ ବିଶ୍ୱକପରୁ ବାଦ…