ଅଭୟାରଣ୍ୟକୁ ପ୍ଲାଷ୍ଟିକ୍ ମନା
ଭୁବନେଶ୍ୱର,୪ା୩: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ଉପରେ ରୋକୋ ଲଗାଇଛନ୍ତି ସରକାର। ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ସୋମବାର ଏହି କଟକଣା ଜାରି ହୋଇଛି। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି...