ନୂଆଦିଲ୍ଲୀ,୨୪ା୫: ଆସନ୍ତାକାଲି ଅର୍ଥାତ୍ ଶନିବାର ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ଦିଲ୍ଲୀର ସମସ୍ତ ୭ଟି ଲୋକ ସଭା ଆସନରେ…