ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରି ନାହାଁନ୍ତି, ଧାୱନ ଏବେ ତାଙ୍କ ସୋସିଆଲ ମିଡିଆ…