ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ଏବଂ ୟୁନିସେଫ୍ର ଯୁଗ୍ମ…