Tag Archives: Sanjay Raut

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ଫଡନାଭିସଙ୍କୁ ଦିଲ୍ଲୀ ଡକାଯାଇଛି ଏବଂ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ ଯଦି ଆଗାମୀ ମାସ ମଧ୍ୟରେ ମହାରାଷ୍ଟ୍ର କ୍ୟାବିନେଟର ପୁନର୍ଗଠନ ହୁଏ, ତେବେ ମୁଖ୍ୟମନ୍ତ୍ରୀ…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ କଂଗ୍ରେସର ବିଧାନ ପରିଷଦ ସଦସ୍ୟ(ଏମଏଲସି) ଧୀରଜ ଲିଙ୍ଗଡେଙ୍କୁ ଦଳ ବଦଳାଇବା ପାଇଁ ୨୦…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ ନିର୍ବାଚନ ଶେଷ ହେବା ପରେ, ସବୁକିଛି…

‘ଟ୍ରମ୍ପଙ୍କ ପାଦୁକା ରଖି ଭାରତକୁ ଶାସନ କରୁଛନ୍ତି ମୋଦି’? କାହିଁକି ଏମିତି କହିଲେ ସଞ୍ଜୟ ରାଉତ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ମହାରାଷ୍ଟ୍ର ନେତା ଏବଂ ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରିଛନ୍ତି। ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ଏକ ପ୍ରସଙ୍ଗ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଥିଲେ ଯେ ଯେତେବେଳେ…

ମୋଦିଙ୍କ ଅବସର ସମୟ ଆସିଗଲାଣି: କାହିଁକି ଏମିତି କହିଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୫।୩: ଶିବସେନା (ଉଦ୍ଧବ ଗୋଷ୍ଠୀ) ଏମ୍‌ପି ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଅବସର ନେବାର ସମୟ ଆସିଗଲାଣି, ସେଥିପାଇଁ ସେ ଜଙ୍ଗଲରେ ମଜା କରୁଛନ୍ତି।’ ରାଉତଙ୍କ ଏହି ବ୍ୟଙ୍ଗ ପ୍ରଧାନମନ୍ତ୍ରୀ…

ମୋଦି ହେଉଛନ୍ତି ସବୁଠୁ ବଡ଼ ଶଙ୍କରାଚାର୍ଯ୍ୟ: ସଞ୍ଜୟ ରାଉତ

ମୁମ୍ବାଇ,୧୨।୧: ବରିଷ୍ଠ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରତିଷ୍ଠା ସମ୍ପର୍କିତ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ହିଂସାର ଶିକାର ହୋଇଥିବା ସେହି ଲୋକମାନେ (ଉଦ୍ଧବ ଠାକୁର ଗୋଷ୍ଠୀର ଶିବ ସୈନିକ)…

ଏକନାଥ ଶିନ୍ଦେ ଭାଜପାର ଗୋଲାମ: ସଞ୍ଜୟ ରାଉତ

ମୁମ୍ବାଇ,୧୧।୧: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାରଓ୍ବେକର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନା ଗୋଷ୍ଠୀକୁ ପ୍ରକୃତ ରାଜନୈତିକ ଦଳର ମାନ୍ୟତା ଦେଇଛନ୍ତି। ଏଥିସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ୟୁବିଟି ପକ୍ଷରୁ ଦାବି ହୋଇଥିବା ୧୬ ବିଦ୍ରୋହୀ ବିଧାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?