ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ ରୟାଲ୍ସ ସହିତ ପ୍ରଶିକ୍ଷଣ ଶିବିରରେ ଅଛନ୍ତି। ସେ ଆଇପିଏଲ ୨୦୨୬ ପାଇଁ ନିଜକୁ…