ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ପ୍ରକାଶିତ ହେବାପରେ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେଇଛନ୍ତି ସଂଯୁକ୍ତା…