ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ ଭୁବନେଶ୍ୱର,୩୦।୧୦: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ା ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଏନେଇ ଗୁରୁବାର ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସେ ଅତୀତରେ ପୁରୀ ଜିଲା ଜିଲା ପରିଷଦ ଅଧ୍ୟକ୍ଷ…