୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ ଯୁବ କଂଗ୍ରେସ ଆସନ୍ତା ୧୬ ତାରିଖରେ ସଂସଦ ଘେରାଉ ଆନ୍ଦୋଳନ କରିବାକୁ ଶନିବାର…