କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର ଲୋକମାନେ ଏହାକୁ ବହୁ ଉତ୍ସାହର ସହ ପାଳନ କରିବେ। ଖ୍ରୀଷ୍ଟମାସ ମଧ୍ୟ ଭାରତରେ...