କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି।...