ଏମ୍ଓୟୁକୁ ଆଉ ଥରେ କରି ବାହାବା ନେଉଛନ୍ତି: ବିଜେଡି ଭୁବନେଶ୍ୱର, ୧୧ା୪(ସୁନିତ୍ ମିଶ୍ର): ନିକଟରେ ରାଜ୍ୟ ସରକାରଙ୍କ ଦ୍ୱାରା ଦିଲ୍ଲୀରେ ସ୍ବାକ୍ଷର ହୋଇଥିବା ଏମ୍ଓୟୁ ମଧ୍ୟରୁ ପାରାଦୀପସ୍ଥିତ ଇଣ୍ଡିଆନ ଅଏଲର ସମ୍ପ୍ରସାରଣ ସହ ସେଠାରେ ଇଣ୍ଟିଗ୍ରେଟେଡ୍ ନାପଥା କ୍ରାକର ପ୍ରକଳ୍ପ ସ୍ଥାପନ ପାଇଁ ହୋଇଥିବା ଚୁକ୍ତି ପୂର୍ବ ସରକାରଙ୍କ ସମୟରେ...