ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ ପରିସରରେ ମଙ୍ଗଳବାର ଶହ ଶହ ପଶୁପକ୍ଷୀଙ୍କ ବଳି ଦିଆଯାଇଛି । ଫଳରେ ରକ୍ତ…