ଆଜି ମା’ଙ୍କ ସପ୍ତମୀ ପୂଜା, ଚଳଚଞ୍ଚଳ ପୂଜାପୀଠ ଜି.ଉଦୟଗିରି,୨୯ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସର୍ବପୁରାତନ ଦୁର୍ଗାପୂଜା ମଣ୍ଡପରେ ସୋମବାର ଦିନ ମା’ଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ରବିବାର ରାତିରେ ମହାଆଡ଼ମ୍ବରରେ ଅଞ୍ଚଳର ପ୍ରତିଷ୍ଠିତ ଦେବୀ ମା’ ବାରଳଦେବୀଙ୍କ ମନ୍ଦିରରୁ ଘଟକୁ ଆମନ୍ତ୍ରଣ କରି ନିଆଯାଇଥିଲା। ତା’ପରେ...