ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ… ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ପ୍ରତିମା ମିଶ୍ର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଉତ୍କର୍ଷ ପ୍ରତିଭାମାନଙ୍କୁ…