ସରପଞ୍ଚଙ୍କ ବିରୋଧରେ ହେଲାନାହିଁ ଅନାସ୍ଥା ଭୋଟିଂ, ନିର୍ଦ୍ଧାରିତ ସମୟ…
ଆନନ୍ଦପୁର,୩ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ସରପଞ୍ଚ ପଦ୍ମିନୀ ନାୟକଙ୍କ ବିରୋଧରେ ଅନାସ୍ଥା ଭୋଟିଂ ଉପଜିଲାପାଳଙ୍କ ଚିଠି ନମ୍ବର ୧୦୨୧୨ ଅନୁଯାୟୀ ୩ ବୁଧବାର ୧୧/୩୦ ସମୟରେ ଧାର୍ଯ୍ୟ ହୋଇଥିଲା। ଏଥିରେ ଏକ ପ୍ଲାଟୁନ୍...
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନେଲା ନୂଆମୋଡ଼, ୧୫ ସଭ୍ୟଙ୍କୁ ଚ୍ୟାଲେଞ୍ଜ କରି…
ଗଞ୍ଜାମ/ଛତ୍ରପୁର,୧୮ା୧୦(ଦିଲ୍ଲୀପ ସାମଲ/ଅଖିଳ ତରାଇ): ଗଞ୍ଜାମ ଜିଲା ହୁମ୍ମା ପଞ୍ଚାୟତରେ ରାଜନୈତିକ ଘଟଣାକ୍ରମ ଏକ ନୂଆମୋଡ଼ ନେଇଛି। ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ଜାନକୀ ଦାସଙ୍କ ନେତୃତ୍ୱ ଏବଂ କାର୍ଯ୍ୟଶୈଳୀରେ ଅସନ୍ତୋଷ ପ୍ରକାଶ କରି ୧୫ ଜଣ ଓ୍ବାର୍ଡସଭ୍ୟ ଏକଜୁଟ୍ ହୋଇ ଅନାସ୍ଥା...
ସରପଞ୍ଚଙ୍କ ବିରୋଧରେ କାଟ୍ ଖାଇଲା ଅନାସ୍ଥା
କଟକ ସଦର,୨୧ା୫(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ପରମହଂସ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ବୁଧବାର ଆଗତ ଅନାସ୍ଥା ପ୍ରସ୍ତାବ କାଟ୍ ଖାଇଯାଇଛି। କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ ପୂର୍ବାହ୍ନ ୧୦ଟା ୪୦ ମିନିଟ୍ରେ ପଞ୍ଚାୟତ କାର୍ଯ୍ୟାଳୟରେ...
ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବକୁ ନେଇ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଓ୍ବାର୍ଡ ସଭ୍ୟାସଭ୍ୟ
ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କିଛି ମାସ ତଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଘଟଣା ଥୁଆମୂଳ ରାମପୁର ବ୍ଲକ ରାଜନୀତିକୁ ସରଗରମ କରିଥିବାବେଳେ ବ୍ଲକ ଅଧ୍ୟକ୍ଷାଙ୍କୁ ପ୍ରଶାସନ ପକ୍ଷରୁ ଗ୍ରୀନ ସିଗ୍ନାଲ...
ବରାହିପୁର ସରପଞ୍ଚ ନିଲମ୍ବିତ
ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୨୪୩୨୪/୨୪-୧୦-୨୦୨୪) ଅନୁସାରେ ସରପଞ୍ଚ ରଶ୍ମିତା ସ୍ବାଇଁଙ୍କୁ ପଦବୀରୁ...
ଲେଖିପଢ଼ି ଜାଣିନାହାନ୍ତି ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେ, ରଦ୍ଦ ହେଲା ସଭ୍ୟପଦ
ଅମରପାଲି,୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନିମ୍ନା ପଞ୍ଚାୟତ ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଏନେଇ ବୀରମହାରାଜପୁର ଦଓ୍ବୋନି ଅଦାଲତରେ ନ୍ୟାୟ ପ୍ରକାଶ ପାଇଛି। ନ୍ୟାୟଧୀଶ ରାଜଶ୍ରୀ ପଟ୍ଟନାୟକ ଏହି ମାମଲାର ବିଚାର...
Archives


