ବ୍ଲକ ଅଫିସ ସମ୍ମୁଖରେ ହୋଇଥିବା ଆନ୍ଦୋଳନକୁ ବିରୋଧ କଲେ ୧୯ ସରପଞ୍ଚ, ଜିଲାପାଳଙ୍କୁ ଦେଲେ ଦାବିପତ୍ର କେସିଙ୍ଗା,୨୩ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପ୍ରଶାସନ ବିରୋଧରେ ଚାଞ୍ଚେର ପଞ୍ଚାୟତର ସରପଞ୍ଚ ଅଞ୍ଜୁ କୁମାର ବ୍ଲକ ଅଫିସ ଆଗରେ ୩ ଦିନ ଆନ୍ଦୋଳନ କରିଥିବା ବେଳେ ଏହାକୁ ସରପଞ୍ଚ ସଂଘ ସମର୍ଥନ କରୁଥିବା ନେଇ ସାମାଜିକ ଗଣମାଧ୍ୟମ...