ମାଡ଼ ମାରି ଗିରଫ ହେଲେ ସରପଞ୍ଚ
ଭଦ୍ରକ,୧୦ା୧୧: ଏକ ମାରପିଟ୍ ମାମଲାରେ ଭଦ୍ରକ ବ୍ଲକ ଯୁବ ବିଜେଡି ସଭାପତି ତଥା ଗୁଜିଦରଡ଼ା ପଞ୍ଚାୟତ ସରପଞ୍ଚ ଫରହତ ଆଲାମ୍ ଓରଫ ଲୁକାଙ୍କୁ ଗ୍ରାମାଞ୍ଚଳ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ମାସକ ତଳେ ଜଣେ ନାବାଳକଙ୍କୁ ୩/୪ ଜଣ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ
କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ…
ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…
ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ ମୁର୍ମୁଙ୍କ ଅଭିଯୋଗ ଅନୁସାରେ ସରପଞ୍ଚ ଭାବେ ସସ୍ମିତା ଓଝା ନିର୍ବାଚିତ ହେବା ପରଠାରୁ…

