ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି। ଏଥିରେ…