ଠିକାକାମକୁ ନେଇ ଭାଜପାରେ ଗୋଷ୍ଠୀ ସଂଘର୍ଷ: ସରପଞ୍ଚଙ୍କ ସ୍ବାମୀଙ୍କୁ ମରଣାନ୍ତକ ଆକ୍ରମଣ ଦିଗପହଣ୍ଡି,୫ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଚାଲିଥିବା ଠିକାକାମକୁ ନେଇ ଦୀର୍ଘଦିନ ଧରି ଲାଗି ରହିଥିବା ବାଦବିବାଦ ହିଂସାକାଣ୍ଡରେ ପରିଣତ ହୋଇଛି। ଦିଗପହଣ୍ଡି ବିଧାୟକ ଡ.…