ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର। ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…