ଭୁବନେଶ୍ୱର,୧୧ା୨: ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା।…