ଅନୁଗୋଳ,୧୪।୯(ଦିବ୍ୟଶାନ୍ତନୁ ନାଥ): ଦୀର୍ଘବର୍ଷ ହେଲା ଗଁା ବିସ୍ଥାପିତ ହେଲାଣି। ଗଁା ଲୋକେ ଅନ୍ୟ ଅଞ୍ଚଳର ବାସିନ୍ଦା ହେଲେଣି। ଗଁା ଲୋକଙ୍କ ନାମରେ ଥିବା ଜମି ସାତକୋଶିଆ ବ୍ୟାଘ୍ର ସଂରକ୍ଷିତ ଅଞ୍ଚଳରେ ମିଶାଇ ଦିଆଗଲାଣି। ହେଲେ ଉକ୍ତ ଜମିର କିସମ ପରିବର୍ତ୍ତନ...
ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା ୨କୁ ମିଶାଇ ମୋଟ ୭ କୁମ୍ଭୀରକୁ ମୁକ୍ତ କରାଯାଇଛି। ଏହି ଅବସରରେ ରାଜ୍ୟ...
ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା କରାଯାଇଛି। ଏହି କ୍ରମରେ ଅନୁଗୁଳ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ...
Archives
Model This Week
ପିଲାଙ୍କ ଧରିତ୍ରୀ