ସାଟେଲାଇଟ୍ ଆଧାରିତ ଟୋଲ୍ ଆଦାୟ ପ୍ରୟାସ
ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା): ଜାତୀୟ ରାଜପଥ ବ୍ୟବହାରକାରୀଙ୍କ ପାଇଁ ଟୋଲିଂ ସେବାକୁ ସରଳ କରିବା ସହ କାର୍ଯ୍ୟର ଦକ୍ଷତା ଏବଂ ସ୍ବଚ୍ଛତା ବୃଦ୍ଧି କରିବା ପାଇଁ ଇଣ୍ଡିଆନ ହାଇୱେ ମ୍ୟାନେଜମେଣ୍ଟ କମ୍ପାନୀ ଲିମିଟେଡ (ଆଇଏଚ୍ଏମ୍ସିଏଲ୍), ଜାତୀୟ ରାଜପଥ ପ୍ରାଧିକରଣ (ଏନ୍ଏଚ୍ଆଇ) ଦ୍ୱାରା...