ଶତ୍ରୁ ସାଟେଲାଇଟ୍ ଉପରେ ନଜର ରଖିବ ଭାରତ ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍ ପ୍ରା.ଲିଃ ଏହାର ଏରୋସ୍ପେସ୍ ବିଭାଗ ଜରିଆରେ ଏକ ନୂଆ ସାମର୍ଥ୍ୟର ପ୍ରଦର୍ଶନ କରିଛି। ଏହା କକ୍ଷପଥରେ ଅନ୍ୟ ସାଟେଲାଇଟ୍ରେ ଥିବା ବସ୍ତୁର ଫଟୋ…