ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR)…