ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି । ସତ୍ୟଭୂଷଣ ସାହୁ ୧୯୮୦,…