ଓଲିଉଡ୍ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ… ଭୁବନେଶ୍ବର,୯।୧: ଓଲିଉଡ୍ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି । ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ ଧମକ ।…